Get Updates
Get notified of breaking news, exclusive insights, and must-see stories!

Gold rate Today: ଆଜି ସୁନା ଦର କେତେ, ଜାଣନ୍ତୁ...

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୯୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ,୬୬୦ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା୯୮, ୯୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୬୬୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୦, ୯୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ହଜାର ୬୬୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୯ ୦୫୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୮ ୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮,୯୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦ ହଜାର ୬୬୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୮୯୦ ଓ ୯୦ ହଜାର ୬୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୦୯ , ୯୦୦ ଟଙ୍କା ହୋଇଛି ।

What is the gold rate today

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+