Gold rate: ଆଜି ସୁନା ଦର କେତେ, ଜାଣନ୍ତୁ...

ପ୍ରତିଦିନ ସୁନା ଦରରେ ପରିବର୍ତ୍ତନ ହୋଇଥାଏ । କେତେବେଳେ ସୁନା ଦର ବଢିଥାଏ ତ କେତେବେଳେ କମିଥାଏ । ହେଲେ ଗତ ଦୁଇ ଦିନ ଧରି ସୁନା ଦର ଅପରିବର୍ତ୍ତିତ ରହିଛି । ଯାହା ଫଳରେ ସୁନା କିଣୁବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଏହା ଏକ ଖୁସି ଖବର । ତେବେ ଆସନ୍ତୁ ଜାଣିବା ସୁନା, ରୂପାର ଦର ବିଷୟରେ ।

ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୯୭,୪୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ ପିଛା ୮୯,୩ ୦୦ଟଙ୍କା ଏବଂ ୧୮ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୭୩,୦୭୦ ଟଙ୍କା ରହିଛି ।

ସେହିପରି ରୂପା ଦର ମଧ୍ୟ ଅପରିବର୍ତ୍ତିତ ରହିଛି । ଭୁବନେଶ୍ବରରେ ରୂପା ଦର ୧ କେଜି ପିଛା ୧,୧୭,୮୦୦ ଟଙ୍କା ରହିଛି ।

Gold rate

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ । ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ । ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ ।କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+