ଆଜି ବି ଗ୍ରାହକଙ୍କ ପାଇଁ ଖୁସି ଖବର; ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ
କମିଲା ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୫,୬୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୧୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୫,୬୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୫,୧୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୫,୬୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୫,୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୫,୭୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୫,୩୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୫,୪୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୫,୬୨୦ ଓ ୧,୧୫,୧୦୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୫,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
-
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର -
Adani Green Energy Limited ESG ରେଟିଂରେ ନମ୍ବର 1—87.3 ସ୍କୋର ସହ ଦେଶରେ ଶୀର୍ଷରେ -
ଯୁବବର୍ଗଙ୍କ ଆର୍ଥିକ ସଚେତନତା ଓ ଦାୟିତ୍ୱବୋଧତା ସମୃଦ୍ଧ ଓଡ଼ିଶା ଗଠନର ମୂଳଦୁଆ ପକାଇବ : ମୁଖ୍ୟମନ୍ତ୍ରୀ -
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ -
ନୀତିଶ ଯୁଗ’ର ଅନ୍ତ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା -
ଭାରତ ମଧ୍ୟସ୍ଥ ହେଲେ ସ୍ବାଗତ କରିବୁ: ଟ୍ରମ୍ପ -
ଓଭରଲୋଡ୍ ଗାଡ଼ି ଉପରେ କଡ଼ା ନଜର, ଦେବାକୁ ପଡ଼ିବ ୪ ଗୁଣା ଅଧିକ ଟୋଲ୍ ଟ୍ୟାକ୍ସ -
ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା





Click it and Unblock the Notifications