Get Updates
Get notified of breaking news, exclusive insights, and must-see stories!

ଆଖି ସମସ୍ୟାରୁ ମୁକ୍ତି ପାଇବା ପାଇଁ ଏହି ପତ୍ର ରସ…

ବିଭିନ୍ନ ପ୍ରକାର ଆଖି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଖାଲିପେଟରେ ଧନିଆ ପତ୍ର ଜୁସ୍‌ ପିଇଲେ ମିଳିଥାଏ ସୁଫଳ । ଏହା ଶରୀରରେ କୋଲେଷ୍ଟରଲସ୍ତର ହ୍ରାସ କରିବାରେ ମହୋଷଧି ଭଳି କାମ କରିଥାଏ। ହୃଦ୍‌ ସମସ୍ୟାରେ ଏହାକୁ ବ୍ୟବହାର କରିବା ଆବଶ୍ୟକ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।

Herbal Remedies for Eye Health

ଏଥିରେ ପ୍ରଚୁର ପରିମାଣରେ ଭିଟାମିନ୍‌ ବି-୧୨ ରହିଥାଏ। ଏହା ସହିତ ଏଥିରେ ୮୯ ପ୍ରତିଶତ ଜଳ, କାର୍ବୋହାଇଡ୍ରେଟ୍‌, ଫାଇବର, ପ୍ରୋଟିନ୍‌, ଭିଟାମିନ୍‌-ଏ, ସି, କେ, ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌, ପୋଟାସିୟମ୍‌ ଆଦି ଉପାଦାନ ରହିଥାଏ। ଏହାର ଜୁସ୍‌ ନିୟମିତ ପିଇଲେ ସମସ୍ତ ପ୍ରକାର ଆଖି ସମସ୍ୟା ଦୂର ହୋଇଥାଏ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+