Health Tips: କିସମିସ୍ ପାଣି ଶରୀର ପାଇଁ କେତେ ଉପକାରୀ ?

ବର୍ତ୍ତମାନ ସମୟରେ ଡ୍ରାଏ ଫ୍ରୁଟ୍ସର ଚାହିଦା ଅନେକ। ବିଭିନ୍ନ ଡ୍ରାଏ ଫ୍ରୁଟ୍ସକୁ ଭିଜାଇ ପାଣି ପିଇବା ଦ୍ୱାରା ଅନେକ ଲାଭ ମିଳିଥାଏ ବୋଲି ବିଶ୍ୱାସ କରାଯାଏ। ଏହି ସବୁ ଡ୍ରାଏ ଫ୍ରୁଟ୍ସ ମଧ୍ୟରୁ କିସମିସ୍ ଅନ୍ୟତମ। ଏଥିରେ ଅନେକ ପ୍ରକାର ସ୍ୱାସ୍ଥ୍ୟ ଉପକାରୀ ଗୁଣ ରହିଥାଏ। କିସମିସ୍ ପାଣି ପିଇବା ଦ୍ୱାରା ମଧ୍ୟ ଅନେକ ଉପକାରିତା ମିଳିଥାଏ ବୋଲି ବିଶ୍ୱାସ କରାଯାଏ।।

କିସମିସ୍ ପାଣିର ଉପକାରିତା

ଓଜନ ହ୍ରାସ କରିବାରେ ସହାୟକ ହୁଏ: କିସମିସ୍ ପାଣିରେ କମ୍ ପରିମାଣର ପ୍ରାକୃତିକ ଶର୍କରା ରହିଥାଏ, ଯାହା ଓଜନ ହ୍ରାସ କରିବାରେ ସାହାଯ୍ୟ କରିଥାଏ।
ଅନ୍ତନଳୀକୁ ସଫା ରଖେ: କିସମିସରେ ଫାଇବର ଥାଏ, ଯାହା ଅନ୍ତନଳୀକୁ ସଫା ଏବଂ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।
ଶରୀରକୁ ଶକ୍ତି ଯୋଗାଏ: କିସମିସରେ ଥିବା ପ୍ରାକୃତିକ ଶର୍କରା ଶରୀରକୁ ଶକ୍ତି ଯୋଗାଇଥାଏ। ଏହି ଡ୍ରାଏ ଫ୍ରୁଟ୍ସ ଖାଇବା ଦ୍ୱାରା ଦୁର୍ବଳତା ଦୂର ହୋଇଥାଏ।

raisin water for the body

କିସମିସ୍ ପାଣିର ଅପକାରିତା

ଅତ୍ୟଧିକ କ୍ୟାଲୋରୀ: କିସମିସରେ ଶର୍କରା ସହିତ ଅଧିକ ପରିମାଣର କ୍ୟାଲୋରୀ ଥାଏ। ତେଣୁ ଆବଶ୍ୟକତାଠାରୁ ଅଧିକ କିସମିସ୍ ପାଣି ପିଇଲେ କ୍ୟାଲୋରୀ ସ୍ତର ବୃଦ୍ଧି ପାଇପାରେ। ଯାହା ଫଳରେ ମେଦବହୁଳତା ସମସ୍ୟା ଦେଖାଯିବାର ଆଶଙ୍କା ଅଧିକ।
ଉଚ୍ଚ ଗ୍ଲାଇସେମିକ୍ ଇଣ୍ଡେକ୍ସ: କିସମିସ୍ ପାଣିରେ ଅଧିକ ଗ୍ଲାଇସେମିକ୍ ଇଣ୍ଡେକ୍ସ ରହିଛି, ଯାହା ମଧୁମେହ ରୋଗୀଙ୍କ ପାଇଁ ପରିଚାଳନା କରିବା କଷ୍ଟକର ହୋଇପାରେ। ତେଣୁ ମଧୁମେହ ରୋଗୀ କିସମିସ୍ ପାଣି ପିଇବାରେ ସତର୍କତା ଅବଲମ୍ବନ କରିବା ଉଚିତ୍

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+