ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଏହି ୩ ରାଶିଙ୍କ ଉପରେ ହେବ ଧନବର୍ଷା, ମିଳିବ ଖାଲି ସଫଳତା
ଚଳିତ ବର୍ଷ ୧୬ ଅଗଷ୍ଟରେ ପାଳନ ହେଉଛି ଜନ୍ମାଷ୍ଟମୀ ପର୍ବ । ଏହି ଦିନ ବୁଧ, ଗୁରୁ, ଶୁକ୍ର, ଶନି ଗ୍ରହ ଏକାଠି ହୋଇ ଅଦ୍ଭୁତ ସଂଯୋଗ ହେବାକୁ ଯାଉଛି । ଏହି ଯୋଗ ୩ ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟରେ ଶୁଭ ପରିବର୍ତ୍ତନ ଆଣିବାକୁ ଯାଉଛି । ଭାଗ୍ୟକୁ ବଦଳାଇ ଦେବ ଏହି ଯୋଗ ।
ଜନ୍ମାଷ୍ଟମୀରେ ବୁଧ ସିଧା ଚଳନ କରି କର୍କଟ ରାଶିରେ ସୂର୍ଯ୍ୟଙ୍କ ସହ ଏକାଠି ହେବେ । ଶନି ଓଲଟା ଚଳନ କରିବେ ଓ ଗୁରୁ-ଶୁକ୍ର ମୀନ ରାଶିରେ ଏକାଠି ହୋଇ ଶୁଭ ସଂଯୋଗ ସୃଷ୍ଟି ହେବ । ବିଭିନ୍ନ ନକ୍ଷତ୍ରଙ୍କ ମଧ୍ୟ ସଂଯୋଗ ହେବ । ଏହି ଦିନ ବୁଦ୍ଧି ଯୋଗ, ସର୍ବାର୍ଥ ସିଦ୍ଧି ଯୋଗ, ଅମୃତ ଯୋଗ ଆଦି ମହାସଂଯୋଗ ହେବାକୁ ଯାଉଛି । ଜାଣନ୍ତୁ ଏହି ୩ ରାଶିଙ୍କୁ ମିଳିବ କି କି ସଫଳତା..

ବୃଷ- ଏହି ରାଶିଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଅଟକି ଥିବା କାମ ପୂରଣ ହେବ । ପରିଶ୍ରମର ଫଳ ମିଳିବ । ବଡ ସଫଳତା ହାସଲ କରିବେ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ସ୍ଥିର ହେବ । ହଠାତ୍ ଧନ ଲାଭ ହେବ ।
ମିଥୁନ- ଏହି ରାଶିଙ୍କୁ ଗୋଟିଏ ପରେ ଗୋଟିଏ ଲାଭ ମିଳିବ । କର୍ମକ୍ଷେତ୍ରରେ ମଧ୍ୟ ସଫଳତା ମିଳିବ । ବ୍ୟବସାୟରେ ବଡ ଧନ ଲାଭ ହେବ ।
ସିଂହ- ହଠାତ୍ ଧନ ଲାଭ ହେବ । ଏହି ସମୟରେ କରିଥିବା କାମର ଶୁଭଫଳ ମିଳିବ । ବ୍ୟବସାୟରେ ଲାଭ ମିଳିବ । ସନ୍ତାନ ପ୍ରାପ୍ତି ହେବ ।
-
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Odisha Weather: ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା -
ବାରୁଣି ସ୍ନାନ ଅବସରରେ ବୈତରଣୀ କୂଳରେ ହଜାର ହଜାର ଭକ୍ତଙ୍କ ସମାଗମ












Click it and Unblock the Notifications