ଶୀତଦିନେ ଖାଆନ୍ତୁ ମିଶ୍ରି , ହେବ ନାହିଁ ....

ମିଶ୍ରିର ଉପକାରିତା ବିଷୟରେ ସାଧାରଣତଃ ସମସ୍ତେ ଜାଣନ୍ତି। ଦୈନିକ ମିଶ୍ରି ଖାଇବା ଦ୍ୱାରା ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହୋଇଥାଏ।

ଥଣ୍ଡା, କାଶରୁ ମୁକ୍ତି ଦିଏ :

ଶୀତଦିନେ ଅନେକ ଥଣ୍ଡା, ଜ୍ୱର ଓ କାଶ ଭଳି ରୋଗରେ ଆକ୍ରାନ୍ତ ହୋଇଥାନ୍ତି। ଏହି ସବୁ ଥଣ୍ଡାଜନିତ ରୋଗରୁ ଉପଶମ ପାଇବା ପାଇଁ ମିଶ୍ରି ଗୁଣ୍ଡକୁ ଗୋଲମରିଚ ଗୁଣ୍ଡ ଓ ଘିଅ ସହ ମିଶାଇ ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ଏହି ମିଶ୍ରଣକୁ ରାତି ସମୟରେ ଖାଆନ୍ତୁ। ଏହାଦ୍ୱାରା ଥଣ୍ଡା କାଶରୁ ମୁକ୍ତି ମିଳିଥାଏ।

misri

ହିମୋଗ୍ଲୋବିନ୍‌ ସ୍ତର ବୃଦ୍ଧି କରେ :

ଶରୀରରେ ହିମୋଗ୍ଲୋବିନ୍‌ର ସ୍ତର କମ୍ ହେବା ଦ୍ୱାରା ରକ୍ତର ଅଭାବ ଦେଖାଦେଇଥାଏ। ଯାହା ଫଳରେ କିଛି କାମ ନକରି ମଧ୍ୟ ଥକା ଲାଗିଥାଏ। ଏପରିକି ଶରୀର ଦୁର୍ବଳ ଲାଗେ। ମିଶ୍ରି ଏହି ସମସ୍ତ ସମସ୍ୟାକୁ ସମାଧାନ କରିଥାଏ। ନିୟମିତ ମିଶ୍ରି ଖାଇବା ଦ୍ୱାରା ଶରୀରରେ ହିମୋଗ୍ଲୋବିନ୍‌ ସ୍ତର ବୃଦ୍ଧି ପାଇଥାଏ ଓ ରକ୍ତ ସଞ୍ଚାଳନ ଠିକ୍‌ ହୋଇଥାଏ।

ହଜମ ଶକ୍ତି ବଢ଼ାଏ : ଖାଦ୍ୟ ଖାଇବା ପରେ ପାନମଧୁରୀ ସହ ମିଶ୍ରି ଖାଇଲେ ଖାଦ୍ୟ ଭଲ ହଜମ ହୁଏ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+