Get Updates
Get notified of breaking news, exclusive insights, and must-see stories!

Petrol Rate: ଟାଙ୍କି ଭରିବା ପୂର୍ବରୁ ଜାଣି ରଖନ୍ତୁ ଆଜିର ତେଲ ଦର କେତେ ?

ପେଟ୍ରୋଲ ପକାଇବାକୁ ଯାଉଛନ୍ତି କି ? ତେବେ ଟାଙ୍କି ଭରିବା ପୂର୍ବରୁ ଜାଣି ରଖନ୍ତୁ ଆଜିର ତେଲ ଦର କେତେ ଅଛି । ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଥାଏ । ଆଉ ସେହି ଅନୁସାରେ ଦେଶ ତଥା ରାଜ୍ୟରେ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ ।

ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ . ୭୪ ପଇସା ରହିଛି । ଏପରିକି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । ତେବେ ଭୁବନେଶ୍ୱରରେ ବଢ଼ିଛି ପେଟ୍ରୋଲ-ଡିଜେଲ ଦାମ୍ ।

Petrol Rate Before filling the tank know what is today s oil price

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୨ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୦ ପଇସା ରହିଛି ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+