ରେଲୱେରେ ନିଯୁକ୍ତି ପାଇଁ ଖାଲି ପଡିଛି ପଦବୀ, ଜାଣନ୍ତୁ କିପରି କରିବେ ଆବେଦନ
ରେଲୱେରେ କ୍ୟାରିୟର ଗଢିବାକୁ ଇଚ୍ଛୁକ ଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ରେଲୱେ ଶିକ୍ଷାର୍ଥୀ ପାଇଁ ୨୪୧୮ ପଦବୀ ଆମନ୍ତ୍ରଣ କରିଛି । ୧୨ ଅଗଷ୍ଟରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଅନଲାଇନ୍ ମାଧ୍ୟମରେ ଆବେଦନ କରାଯିବ । ଅଧିକ ବିବରଣୀ ପାଇଁ ଏହାର ଅଫିସିଆଲ ୱେବସାଇଟକୁ ଯାଇ ଚେକ୍ କରିପାରିବେ ।
ପଦବୀ ବିବରଣୀ : ୨୪୧୮
ଆବେଦନ ତାରିଖ : ୧୨ ଅଗଷ୍ଟରୁ ୧୧ସେପ୍ଟେମ୍ବର ୫ ଟା ପର୍ଯ୍ୟନ୍ତ ଆବେଦନକାରୀ ଆବେଦନ କରିପାରିବେ ।
ବୟସ ସୀମା : ଆବେଦନକାରୀଙ୍କ ବୟସ ସୀମା ୧୫ରୁ ୨୪ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଏହା ବ୍ୟତୀତ ଏସସି, ଏସଟି ପ୍ରାର୍ଥୀଙ୍କୁ ୫ବର୍ଷର ଛାଡ ମିଳୁଥିବାବେଳେ ଓବିସି ପ୍ରାର୍ଥୀଙ୍କୁ ୩ ବର୍ଷ ଛାଡ ଦିଆଯିବ । ଏଥି ସହିତ ଦିବ୍ୟାଙ୍ଗମାନଙ୍କୁ ୧୦ ବର୍ଷ ଛାଡ ଦିଆଯିବ ।

ଶିକ୍ଷାଗତ ଯୋଗ୍ୟତା : ଆବେଦନକାରୀ ଦଶମ ଏବଂ +୨ ପାସ୍ କରିଥିବା ଆବଶ୍ୟକ । ଏହା ସହିତ ବୋର୍ଡରେ ୫୦% ମାର୍କ ରହିଥିବା ଛଡ଼ା NTC ମଧ୍ୟ ଥିବା ଜରୁରୀ ।
ଆବେଦନ ଶୁଳ୍କ : ଆବେଦନକାରୀଙ୍କ ପାଇଁ ୧୦୦ ଟଙ୍କା ଆବେଦନ ଶୁଳ୍କ ଧାର୍ଯ୍ୟ କରାଯାଇଥିଲାବେଳେ ସଂରକ୍ଷିତ ବର୍ଗ ଏବଂ ମହିଳା ପ୍ରାର୍ଥୀଙ୍କ ପାଇଁ ଆବେଦନ ଶୁଳ୍କ ଛାଡ କରାଯାଇଛି । ଅଧିକ ବିବରଣୀ ପାଇଁ ସରକାରୀ ୱେବସାଇଟର ସାହାଯ୍ୟ ନେଇପାରିବେ ।
ଆବେଦନ ପ୍ରକ୍ରିୟା :
ପ୍ରଥମେ ଏହାର ଅଫିସିଆଲ ୱେବସାଇଟକୁ ଯାଆନ୍ତୁ ।
ଏହା ପରେ ହୋମପେଜରେ ଥିବା ଅନଲାଇନ୍ ଆବେଦନର ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ ।
ରେଜିଷ୍ଟ୍ରେସନ୍ କରି ଲଗଇନ୍ କରନ୍ତୁ ଏବଂ ସମସ୍ତ ବ୍ୟକ୍ତିଗତ ତଥ୍ୟ ଦେଇ ଫର୍ମ ପୂରଣ କରନ୍ତୁ ।
ପରେ ଜରୁରୀ ଡକ୍ୟୁମେଣ୍ଟ ସ୍କାନ କପି ଅପଲୋଡ କରନ୍ତୁ ।
ପରେ ଅନଲାଇନ୍ ମାଧ୍ୟମରେ ଧାର୍ଯ୍ୟ ହୋଇଥିବା ଆବେଦନ ଶୁଳ୍କ ଭରନ୍ତୁ ।
ଶେଷରେ ଫର୍ମଟିକୁ ଭଲ ଭାବରେ ଚେକ୍ କରି ସବମିଟ୍ କରନ୍ତୁ ଏବଂ ଏହାର ପ୍ରିଣ୍ଟଆଉଟ୍ ବାହାର କରି ସୁରକ୍ଷିତରେ ରଖନ୍ତୁ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications