ଏଠାରେ ଜଣକୁ ବିବାହ କରିବା ଅପରାଧ

ଦୁନିଆରେ ଏମିତି ସ୍ଥାନ ରହିଛି ଯେଉଁଠାରେ ବିଚିତ୍ର ଆଇନ ପ୍ରଚଳିତ । ଏଠାରେ ଜଣେ ମହିଳାଙ୍କୁ ବିବାହ କରିବା ଆଇନ ଅନୁସାରେ ଅପରାଧ । ଇରିଟ୍ରିୟାରେ ପୁରୁଷମାନଙ୍କ ପାଇଁ ଦୁଇଟି ବିବାହ କରିବା ବାଧ୍ୟତାମୂଳକ କରାଯାଇଛି । ପୁରୁଷମାନେ ଗୋଟିଏ ବିବାହ କରିବା ଏଠାକାର ଆଇନ ଅନୁସାରେ ଅପରାଧ । ସେଥିପାଇଁ ଇଚ୍ଛା ନଥିଲେ ମଧ୍ୟ ପୁରୁଷମାନଙ୍କୁ ଏକରୁ ଅଧିକ ବିବାହ କରିବାକୁ ପଡିଥାଏ ।

Where it is a crime to marry one

ଦେଶର ଆଇନ ଅନୁସାରେ ଯଦି କୌଣସି ବ୍ୟକ୍ତିଙ୍କ ପ୍ରଥମ ପତ୍ନୀ ଏବଂ ଦ୍ଵିତୀୟ ପତ୍ନୀଙ୍କ ମଧ୍ୟରେ ସମସ୍ୟା ଦେ ଦେଖାଦିଏ ତେବେ ଉଭୟଙ୍କୁ ଜେଲ୍ ଦଣ୍ଡାଦେଶ କରାଯାଏ । ଅପରପକ୍ଷରେ ଯଦି କୌଣସି ପୁରୁହ ଏକାଧିକ ମହିଳାଙ୍କୁ ବିବାହ ପାଇଁ ଅନିଚ୍ଛା ପ୍ରବ ପ୍ରକାଶ କରନ୍ତି ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥାଏ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+