ବିବାହରେ ବିଳମ୍ବ ହେଉଛି କି ? କରନ୍ତୁ ଏହି କାମ...
ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବିବାହ ପାଇଁ ବୃହଷ୍ପତି ଗ୍ରହଙ୍କ ଅନୁକୂଳ ସ୍ଥିତି ନିତାନ୍ତ ଜରୁରୀ । ଯାହାର କୁଣ୍ଡଳୀରେ ବୃହଷ୍ପତି ଅଶୁଭ ସ୍ଥାନରେ ରହିଥାନ୍ତି ସେମାନଙ୍କର ବିବାହରେ ବହୁତ ସମସ୍ୟା ଉପୁଜିଥାଏ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୃହଷ୍ପତି ଗ୍ରହଙ୍କ ଦୋଷକୁ ଦୂର କରିବା ପାଇଁ କେତେକ ଉପାୟ ରହିଛି । ଏହି ଉପାୟ ଯଦି ଗୁରୁ ପୁଷ୍ୟର ଶୁଭ ମୁହୂର୍ତ୍ତରେ କରାଯିବ ତେବେ ମନସ୍କାମନା ଖୁବ୍ ଶୀଘ୍ର ପୂର୍ଣ ହେବ । ତେବେ ଏହିସବୁ ଉପାୟ କରନ୍ତୁ ।
ଗୁରୁବାର ଦିନ କଦଳୀ ଗଛ ମୂଳରେ ହଳଦିଆ କପଡା ରଖ୍ ଦେବଗୁରୁ ବୃହସ୍ପତି ଏବଂ ଭଗବାନ ବିଷ୍ଣୁଙ୍କ ମୂର୍ତି ସ୍ଥାପନ କରନ୍ତୁ । ଯଦି ଏହା ସମ୍ଭବପର ନୁହେଁ ତେବେ କଦଳୀ ପତ୍ରରେ ମଧ୍ୟ ଉଭୟ ଭଗବାନଙ୍କ ପ୍ରତିମା ସ୍ଥାପିତ କରିପାରିବେ । ଗାଈ କ୍ଷୀରରେ ବୃହସ୍ପତି ଓବିଷ୍ଣୁଙ୍କ ଅଭିଷେକ କରି ହଳଦିଆ ଫୁଲ, ହଳଦିଆ ଚନ୍ଦନ, ଗୁଡ, ଚଣାଡାଲି, ହଳଦିଆ ବସ୍ତ୍ର ଅର୍ପଣ କରନ୍ତୁ ।

ଭଗବାନଙ୍କୁ ପ୍ରସାଦ ପ୍ରସାଦରେ ହଳଦି ରନ୍ଧାଖାଦ୍ୟ ଏବଂ ହଳଦିଆ ଫଳ ଅର୍ପଣ କରନ୍ତୁ । ଏହିଭଳି ପୂଜା କରିବା ପରେ ଦେବଗୁରୁ ବୃହସ୍ପତି ଏବଂ ଭଗବାନ ବିଷ୍ଣୁଙ୍କ ଆରତି ଗାଈର ଶୁଦ୍ଧ ଘିଅରେ ଦୀପ ଲଚ ଗାଇ କରନ୍ତୁ । ଏହିଭଳି ଗୁରୁ ପୁଷ୍ୟ ଯୋଗରେ ପୂଜା କରିବା ଦ୍ୱାରା ଗୁରୁର ଅଶୁଭ ପ୍ରଭାବ ଟଳିଥାଏ ଏବଂ ଶୁଭ ଫଳ ମିଳିବାକୁ ଲାଗିଥାଏ । ଏହାସହ ବିବାହର ଯୋଗ ମଧ୍ ପଡିବାକୁ ଲାଗିଥାଏ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications