ବିଷାକ୍ତ ମଦ ପିଇ ୧୨ ଜଣଙ୍କ ମୃତ୍ୟୁ, ୫ ଗୁରୁତର; ୪ ଗିରଫ

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା ପରେ ପୁଲିସ ଘଟଣା ସ୍ଥଳରେ ପହଂଚି ଯାଂଚ୍ କରୁଛି ।

liquor
ପୁଲିସର କହିବା ମୁତାବକ ଅମୃତସର ଜିଲ୍ଲା ମଜୀଠା ଓ ମଡଇ ଗାଁ ଓ ଭାଗଲି ଗାଁରେ ବିଷାକ୍ତ ମଦ ପିଇବା କାରଣରୁ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଶବକୁ ପୁଲିସ ଜବତ କରି ପୋଷ୍ଟମର୍ଟମ୍ ପାଇଁ ପଠାଇଛି ।

ଅମୃତସର ଏସଏସପି ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି କି, ଏହି ମାମଲାର ଯାଂଚ ଏବେ ଆରମ୍ଭ ହୋଇଛି । ବିଷାକ୍ତ ମଦ କାରବାରର ମୁଖ୍ୟ ଅଭିଯୁକ୍ତ ପ୍ରଭଜିତ୍ ସିଂଙ୍କୁ ତୁରନ୍ତ ଗିରଫ କରାଯାଇଛି । ଏହାସହ ଏହି ମାମଲାରେ ଅନ୍ୟ ୫ ଅଭିଯୁକ୍ତମାନଙ୍କୁ ଗିରଫ କରି ପୁଲିସ ଯାଂଚ କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+