Get Updates
Get notified of breaking news, exclusive insights, and must-see stories!

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨ସନ୍ଦିଗ୍ଧ ଅଟକ

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ୧୨ ସନ୍ଦିଗ୍ଧ ଅଟକ । ଏକାଧିକ ତଦନ୍ତକାରୀ ସଂସ୍ଥା ଦ୍ଵାରା ଚାଲିଛି ଜେରା । ଦିଲ୍ଲୀ ଲାଲକିଲା ନିକଟରେ କାର୍ ବିସ୍ଫୋରଣ ଘଟଣାରେ ୧୨ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖିଛି ତଦନ୍ତ ଦଳ । ସନ୍ଦିଗ୍ଧକୁ ସମସ୍ତ ତଦନ୍ତକାରୀ ଦଳ ଜେରା କରୁଥିବା ସୂଚନା ରହିଛି । ଆଜି ସକାଳେ ଜାତୀୟ ତଦନ୍ତକାରୀ ସଂସ୍ଥା ଏନ୍ଆଇଏ କୁ ମଧ୍ୟ ଘଟଣାର ତଦନ୍ତ ଦାୟୀତ୍ଵ ଦିଆଯାଇଛି ।

blast

ଦିଲ୍ଲୀ ଲାଲକିଲ୍ଲା ନିକଟରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଏବଂ ଅନେକ ଆହତ ହୋଇଛନ୍ତି । ଘଟଣା ପରେ ଦିଲ୍ଲୀ ସମେତ ଦେଶର ଅନେକ ସମ୍ବେଦନଶୀଳ ସ୍ଥାନ ହାଇ ଆଲର୍ଟରେ ରହିଛି । ଦିଲ୍ଲୀ ସୀମାରେ ସୁରକ୍ଷା ଯାଞ୍ଚ ଏବଂ ସହରର ପ୍ରମୁଖ ସ୍ଥାନରେ ଯାନବାହାନର ବ୍ୟାପକ ଯାଞ୍ଚ ଚାଲିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+