କର୍ଣ୍ଣାଟକରେ ୧୪ ଦିନିଆ ଲକଡାଉନ୍ ଘୋଷଣା
କର୍ଣ୍ଣାଟକରେ ୧୪ ଦିନିଆ ଲକଡାଉନ୍ ଘୋଷଣା କରାଯାଇଛି । ବୁଧବାର ରାତିଠାରୁ ସାରା ରାଜ୍ୟରେ ଲକଡାଉନ୍ ସରକାର ଘୋଷଣା କରିଛନ୍ତି ।
କର୍ଣ୍ଣାଟକ : କର୍ଣ୍ଣାଟକରେ ୧୪ ଦିନିଆ ଲକଡାଉନ୍ ଘୋଷଣା କରାଯାଇଛି । ବୁଧବାର ରାତିଠାରୁ ସାରା ରାଜ୍ୟରେ ଲକଡାଉନ୍ ସରକାର ଘୋଷଣା କରିଛନ୍ତି । କରୋନାର ଉଦ୍ଧ୍ୱର୍ମୁଖୀ ଗ୍ରାଫକୁ ଭାଙ୍ଗିବା ପାଇଁ ରାଜ୍ୟରେ ଲକଡାଉନ୍ ପାଇଁ ନିଷ୍ପତ୍ତି ନିଆଯାଇଛି ।

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୮୧୨ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୫ ହଜାର ୧୨୩କୁ ବୃଦ୍ଧି ପାଇଛି । ସେହିପରି ଦିନକରେ ୩ ଲକ୍ଷ ୫୨ ହଜାର ୯୯୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।












Click it and Unblock the Notifications