ଟ୍ରାନ୍ସଫର୍ମର ଫାଟି ୧୫ ଜଣଙ୍କ ମୃତ୍ୟୁ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଚାମୋଲି:ଟ୍ରାନ୍ସଫର୍ମର ଫାଟି ୧୫ ଜଣଙ୍କ ମୃତ୍ୟୁ । ଉତ୍ତରାଖଣ୍ତ ଚାମୋଲିରେ ଏପରି ଘଟଣା ଘଟିଛି । ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ।
ସୂଚନା ଅନୁସାରେ, ଗଙ୍ଗେ ପ୍ରୋଜେକ୍ଟର କାମ ଚାଲୁଥିବା ବେଳେ ଏହି ଅଘଟଣା ଘଟିଛି । ଉତ୍ତରାଖଣ୍ତ ଚାମୋଲିରେ ଗଙ୍ଗେ ପ୍ରୋଜେକ୍ଟର କାମ ଚାଲୁଥିବା ସମୟରେ ହଠାତ୍ ଟ୍ରାନ୍ସଫର୍ମର ଫାଟିଥିଲା ଫଳରେ କରେଣ୍ଟ ଲାଗି ୧୫ ଜଣଙ୍କ ମୃତ୍ୟୁ ଘଟିଛି । ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଏହି ଘଟଣାର ନ୍ୟାୟିକା ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି । ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶୃତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
More From
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications