୧୭୦ ନକ୍ସଲଙ୍କ ଆତ୍ମସମର୍ପଣ

ଛତିଶଗଡ଼ ପୁଲିସ ନିକଟରେ ୧୭୦ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏତେ ସଂଖ୍ୟକ ମାଓବାଦୀ ସଂଗଠନ ଛାଡ଼ି ମୁଖ୍ରସ୍ରୋତରେ ସାମିଲ ହେବାକୁ ଆଗେଇ ଆସିବା ସୁରକ୍ଷା ବାହିନୀ ପାଇଁ ବଡ଼ ସଫଳତା ବୋଲି କୁହାଯାଉଛି। ଦଣ୍ଡକାରଣ୍ୟ ଜଙ୍ଗଲରେ ସକ୍ରିୟ ଥିବା ଏହି ମାଓବାଦୀଙ୍କ ସଂଗଠନର ଟପ୍ ନେତା ଭୂପତି ଓରଫ ସୋନୁ ଆତ୍ମସମର୍ପଣ କରିବା ପରେ ଅନ୍ୟ ସଦସ୍ୟମାନେ ଅସ୍ତ୍ର ତ୍ୟାଗ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯାହାଫଳରେ ମାଡ ଡିଭିଜନର ୧୨୦ ଏବଂ କୋୟଲିବେଡା ଡିଭିଜନର ୫୦ ସଦସ୍ୟ ସଂଗଠନ ଛାଡ଼ିଛନ୍ତି।

naxal

ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ ଅମିତ ଶାହ । ନକ୍ସଲବାଦ ବିରୋଧରେ ବଡ ସଫଳତା କହିଲେ ଶାହ । ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲ ଆତ୍ମସମର୍ପଣ କରିଛନ୍ତି । କାଲି ମହାରାଷ୍ଟ୍ରରେ ୬୧ ନକ୍ସଲ ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତକୁ ଆସିଥିଲେ । କାଲି ଛତିଶଗଡରେ ମଧ୍ୟ ୨୭ ନକ୍ସଲ ଅସ୍ତ୍ର ତ୍ୟାଗ କରିଥିଲେ । ୨୦୨୬ ମାର୍ଚ୍ଚ୩୧ ସୁଦ୍ଧା ନକ୍ସଲ ମୁକ୍ତ ଦେଶ ପାଇଁ ପ୍ରତିଶ୍ରୁତିବଦ୍ଧ କହିଛନ୍ତି ଶାହ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+