୧୮ ନକ୍ସଲଙ୍କ ଆତ୍ମସମର୍ପଣ,ଦୁଇ ଜଣଙ୍କ ନାମରେ ଥିଲା ପୁରସ୍କାର

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୪ ହାର୍ଡକୋର ନକ୍ସଲ ସମେତ ୧୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଦୁଇ ନକ୍ସଲ ନାମରେ ୮ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରହିଥିବା ବେଳେ ମୋଟ ୩୯ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ନକ୍ସଲ ଆତ୍ମସମର୍ପଣ କରିଛନ୍ତି।

18 hardcore Naxals surrender in Sukma

ସୁକମା ଏସପି କିରଣ ଚୌହାନଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରି ବାକି ଜୀବନ ଖୁସିରେ କଟାଇବାକୁ ଇଚ୍ଛା ପ୍ରକଟ କରିଛନ୍ତି। ଏହି ନକ୍ସଲମାନେ ସୁକମା ଏବଂ ବିଜାପୁର ଜିଲ୍ଲା ସୀମାନ୍ତରେ ବହୁ ଅଘଟଣ ଘଟାଇଥିବା ପୁଲିସ କହିଛି। ସରକାରଙ୍କ ତରଫରୁ ସମସ୍ତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି। ସେମାନଙ୍କୁ ଆଗାମୀ ଦିନରେ ଆତ୍ମନିର୍ଭରଶୀଳ କରାଯିବ ବୋଲି ପୁଲିସ କହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+