ଲଗାଣ ବର୍ଷା:ଜନଜୀବନ ଅସ୍ତବ୍ୟସ୍ତ,ବର୍ଷା ନେଲାଣି ୧୯ ଜୀବନ

ଲଗାଣ ବର୍ଷାରେ ବେହାଲ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ । ଆସାମ, ମଣିପୁର, ସିକ୍କିମର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବନ୍ୟା ଓ ଭୁସ୍ଖଳନ ସ୍ଥିତି । ରାସ୍ତାଘାଟ, ଘରଦ୍ବାର ଚାରିଆଡ଼େ ପାଣି ହିଁ ପାଣି । ଏଭଳି ସ୍ଥିତିରେ ବିଭିନ୍ନ ରାଜ୍ୟରେ ମୋଟ ୧୯ ଜଣଙ୍କର ମୃତ୍ୟୁ ଘଟିସାରିଲାଣି । ପାଣି ଘେରରେ ରହିଥିବା ଲୋକଙ୍କୁ ଏନଡିଆରଏଫ୍, ଏସଡିଆରଏଫ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ପରିବହନ ବ୍ୟବସ୍ଥା ପ୍ରଭାବିତ ହୋଇଥିବା ମଧ୍ୟ ଦେଖିବାକୁ ମିଳିଛି ।

rain
ସମୟ ପୂର୍ବରୁ ମୌସୁମୀ ଦେଶରେ ପହଞ୍ଚିଛି । ଏହାର ପ୍ରଭାବରେ ସାରା ଦେଶରେ ବର୍ଷା ସାଙ୍ଗକୁ କିଛି ରାଜ୍ୟରେ ପ୍ରବଳ ବର୍ଷା ହେଉଛି । ଫଳରେ ସ୍ଥିତି ଅସମ୍ଭାଳ ହୋଇଛି । ବିଶେଷ କରି ଉତ୍ତର ଭାରତର ଏକାଧିକ ସ୍ଥାନରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିବାବେଳେ ଭୂସ୍ଖଳନ ହୋଇଥିବା ସୂଚନା ରହିଛି । ବିଭିନ୍ନ ନଦୀର ଜଳସ୍ତର ଉଛୁଳୁଛି । ଉତ୍ତର ଭାରତରେ ବିଭିନ୍ନ ରାଜ୍ୟରେ ପାଣି ଘେରରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+