ପ୍ରତିଷ୍ଠା ଦିବସରେ ବିଜେଡିକୁ ଲାଗିଲା ବଡ଼ ଝଟକା, ଶଙ୍ଖ ଛାଡ଼ି ପଦ୍ମ ଧରିଲେ ୨ ବ୍ଲକ୍ ଅଧ୍ୟକ୍ଷ

ବିଜେଡିର ୨୮ତମ ଫାଉଣ୍ଡେସନ ଡେ । ୨୭ ବର୍ଷର ସେବା ଦେଇଥିବା ବିଡେଡି ଦଳର ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହାସହ ଶଙ୍ଖ ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରତିଷ୍ଠା ଦିବସ ଅବସରରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଏକ୍ସ ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି ।

ଆଉ ବିଜେଡିର ଆଜି ତା'ର ୨୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଥିବା ବେଳେ ଦଳରୁ ଇସ୍ତଫା ଦେଇଛନ୍ତି ଦୁଇ ଜଣ ବ୍ଲକ୍ ଅଧ୍ୟକ୍ଷ। ସେମାନେ ହେଉଛନ୍ତି ଭଞ୍ଜନଗର ବ୍ଲକ୍ ଅଧ୍ୟକ୍ଷ ନରିସଭା ନାଇକ ଓ ବୁଗୁଡ଼ା ବ୍ଲକ୍ ଅଧ୍ୟକ୍ଷା ପ୍ରିୟଦର୍ଶିନୀ ଆଚାରୀ।

bjd

ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ମାନସ ପ୍ରଧାନ ବି ବିଜେପିରେ ମିଶିଛନ୍ତି। ବ୍ଲକ ଅଧ୍ୟକ୍ଷ ଓ ୩ ସମିତି ସଭ୍ୟ ଭାଜପାରେ ମିଶିଲେ। ଭଞ୍ଜନଗର ବିଧାୟକଙ୍କ ଉପସ୍ଥିତିରେ ମିଶ୍ରଣ ପର୍ବରେ ସାମିଲ ହୋଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+