Get Updates
Get notified of breaking news, exclusive insights, and must-see stories!

ଛତିଗଡ଼ ବିଜାପୁର ଜିଲ୍ଲାରେ ୨୨ ନକ୍ସଲଙ୍କ ଆତ୍ମସମର୍ପଣ ,ନକ୍ସଲ ବିରୋଧୀ ଅପରେସନ ଯୋଗୁୁୁ ଲାଲବାହିନୀ ଭୟଭୀତ

ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣଙ୍କ ନାମରେ ୨୬ ଲକ୍ଷ ଟଂକାର ପୁରସ୍କାର ଘୋଷଣା ହୋଇଥିଲା। ଏଥିସହ ଏମାନଙ୍କ ମଧ୍ୟରୁ ୬ ଜଣ ମହିଳା ନକ୍ସଲ ରହିଛନ୍ତି। ଏମାନଙ୍କ ମଧ୍ୟରୁ ବାଟାଲିୟନ ନମ୍ବର ୧ର ସଦସ୍ୟ କମଲି ହେମଲା(୩୨) ଏବଂ ପାର୍ଟି ମେମ୍ବର ମୁୟା ମାଣ୍ଡବି(୧୯)ଙ୍କ ନାରେ ୮ ଲକ୍ଷ ଲେଖାଏଁ ପୁରସ୍କାର ଘୋଷଣା ହୋଇଥିଲା। କମାଣ୍ଡର ସୋନୁ ତାତି(୨୮) ଏବଂ ପିଏଲଜିଏ ସଦସ୍ୟ ମହେଶ ପୁନେମ(୨୦)ଙ୍କ ନାମରେ ୫ ଲକ୍ଷ ଲେଖାଏଁ ପୁରସ୍କାର ଘୋଷିତ ଥିଲା। ସରକାରଙ୍କ ତରଫରୁ ସମସ୍ତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆତ୍ମନିର୍ଭରଶୀଳ କରାଯିବ ବୋଲି ପୁଲିସ କହିଛି।

naxtal

ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୧୭୯ ଜଣ ନକ୍ସଲ ଆତ୍ମସମର୍ପଣ କରିସାରିଲେଣି। ନୂଆ ନିୟମ ଅନୁଯାୟୀ ସମସ୍ତଙ୍କୁ ୫୦ ହଜାର ଟଂକା ଲେଖାଏଁ ପ୍ରଦାନ କରାଯାଇଥିଲା। ସେହିପରି ବସ୍ତରରେ ରହିଥିବା ୭ଟି ଜିଲ୍ଲାରେ ମୋଟ ୭୯୨ ଜଣ ନକ୍ସଲ ଆତ୍ମସମର୍ପଣ କରିସାରିଲେଣି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+