କରୋନା ଅପଡେଟ୍: ଦେଶରେ 24 ଘଣ୍ଟାରେ 2828 ନୂଆ ଆକ୍ରାନ୍ତ ଚିହ୍ନଟ,14 ମୃତ
ଥମିବାର ନା ନେଉନି ମହାମାରୀ କରୋନା । ପୂର୍ବଦିନ ଅପେକ୍ଷା ବଢି ଚାଲିଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,828 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ନୂଆଦିଲ୍ଲୀ: ଥମିବାର ନା ନେଉନି ମହାମାରୀ କରୋନା । ପୂର୍ବଦିନ ଅପେକ୍ଷା ବଢି ଚାଲିଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,828 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବୃଦ୍ଧି ପାଉଥିଲେ ମୃତ୍ୟୁ ସଂଖ୍ୟା ପୂର୍ବଦିନ ଅପେକ୍ଷା କମ ରହିଛି । ଦିନକରେ 14 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 2,035 ଜଣ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଦେଶରେ ବର୍ତ୍ତମାନ ସକ୍ରିୟ ମାମଲା ଏବେ 17 ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 17,087 ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର 0.60% ରହିଛି । ଦେଶରେ ଏଯାବତ 42,61,13, 70 ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । 5,24,586 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ଏବେ ସୁଦ୍ଧା ସମୁଦାୟ 1,93,28,44,077 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications