ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଟଳିଲେ ୩ ମାଓବାଦୀ

ଛତିଶଗଡ଼ ବିଜାପୁରର ନେସନାଲ ପାର୍କ ଅଞ୍ଚଳର ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ସୁରକ୍ଷା ବାହିନୀ ମାଓ ବିରୋଧୀ ଅଭିଯାନ ଆରମ୍ଭ ଚଳାଇଛନ୍ତି। ଅଭିଯାନ ସମୟରେ ରବିବାର ଏହି ଅଞ୍ଚଳରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି।

Maoists

ବର୍ତ୍ତମାନସୁଦ୍ଧା ଯବାନଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ସ୍ଵୟଂଚାଳିତ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରିଛନ୍ତି ସୁରକ୍ଷା ବାହିନୀ। ଏପର୍ଯ୍ୟନ୍ତ ଗୁଳି ବିନିମୟ ଜାରି ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+