Get Updates
Get notified of breaking news, exclusive insights, and must-see stories!

ଜାମ୍ମୁ କାଶ୍ମୀର କୁଲଗାମରେ ଏନକାଉଣ୍ଟର: ୨ ଆତଙ୍କୀ ନିପାତ

Jammu Kashmir: ଭାରତୀୟ ସେନା ଗୁରୁବାର କାଶ୍ମୀରର କୁପୱାଡା ଜିଲ୍ଲାର ଲାଇନ୍ ଅଫ୍ କଣ୍ଟ୍ରୋଲ୍ (LoC) ସହିତ ଦୁଇଟି ପୃଥକ ଅପରେସନରେ କରାଯାଇଥିଲା ଯେଉଁଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

jammu and kashmir

କୁପୱାଡ଼ା ଓ ରାଜୌରୀରେ ୨ ଟି ଭିନ୍ନ ଭିନ୍ନ ସ୍ଥାନରେ ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । କିଛି ଆତଙ୍କବାଦୀ ଭାରତକୁ ପ୍ରବେଶ କରୁଥିବାର ସୂଚନା ମିଳିବା ପରେ ଭାରତୀୟ ସେନା ଓ ଜମ୍ମୁ କଶ୍ମୀର ପୋଲିସ ମିଳିତ ଭାବେ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲା । ସେନା ଏବଂ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା ।

କୁପୱାରାର ମାସିଲରେ ସୁରକ୍ଷାବାହିନୀ ଗୁଳିରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ବେଳେ ତଙ୍ଗଧରରେ ଜଣେ ଆତଙ୍କୀ ନିହତ ହୋଇଛି । ସେହିପରି ଆହୁରି ଆତଙ୍କବାଦୀ ଲୁଚି ରହିଥିବା ନେଇ ସନ୍ଦେହ କରାଯାଉଛି ଯେଉଁଥିପାଇଁ ବର୍ତ୍ତମାନ ସର୍ଚ୍ଚ ଅପରେସନ ଜାରି ରହିଛି । ନିକଟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହା ମଧ୍ୟ କହିଛନ୍ତି ଯେ ଉପତ୍ୟକାରେ ଆତଙ୍କ ବିସ୍ତାର କରୁଥିବା ଲୋକଙ୍କୁ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+