୩୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ଛତିଶଗଡ଼ର ଦନ୍ତେୱାଡ଼ା ଜିଲ୍ଲାରେ ଆଜି ୨୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରୁ ତିନି ଜଣଙ୍କ ଉପରେ ସାଢ଼େ ଚାରି ଲକ୍ଷ ଲେଖାଏଁ ଅର୍ଥରାଶି ଘୋଷଣା କରାଯାଇଥିଲା । ପୁଲିସ୍‍ ଆରକ୍ଷି ଅଧିକ୍ଷକ ଗୌରବ ରାଇଙ୍କ ପାଖରେ ଏହି ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତି ।

naxtal

ସେହିଭଳି ନୟନପୁର ଜିଲ୍ଲାରେ ୫ ଜଣ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ଉପରେ ୧ ଲକ୍ଷ ଟଙ୍କାର ଅର୍ଥରାଶି ଘୋଷଣା କରାଯାଇଥିଲା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି । ଏଥିସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ନକ୍ସଲ ଥଇଥାନ ନୀତି ଆଧାରରେ ତାଙ୍କୁ ସମସ୍ତ ପ୍ରକାର ସହାୟତା ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+