ଭୂକମ୍ପରେ ଥରିଲା ରାଜଧାନୀ ଦିଲ୍ଲୀ, ରିକ୍ଟର ସ୍କେଲରେ ତୀବ୍ରତା ୪.୦

ଭୂକମ୍ପରେ ଥରିଲା ରାଜଧାନୀ ଦିଲ୍ଲୀ । ଦିଲ୍ଲୀ ଏନସିଆରରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ଯାହାର ରିକ୍ଟର ସ୍କେଲରେ ତୀବ୍ରତା ୪.୦ ଥିଲା । ଧୋଲାକୁଆଁ ନିକଟରେ ଥିଲା ଭୂକମ୍ପର କେନ୍ଦ୍ରସ୍ଥଳ । ଆଜି ସକାଳ ୫ଟା ୩୫ରେ ଭୂକମ୍ପ ହୋଇଥିଲା ।

earthquake

ଦିଲ୍ଲୀ ସମେତ ୟୁପି, ବିହାର ଓ ହରିୟାଣାରେ ମଧ୍ୟ ଭୂକମ୍ପ ଝଟକା ଲାଗିଥିଲା । କିଛି ଦିନ ପୂର୍ବରୁ ଭୂକମ୍ପରେ ଥରିଥିଲା ମିଆଁମାର । ମିଆଁମାରରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ତୀବ୍ରତା ୪.୮ ଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+