ସିଏଏ ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର , ୩ ପଡ଼ୋଶୀ ଦେଶର ଶରଣାର୍ଥୀଙ୍କୁ ମିଳିବ ନାଗରିକତ୍ବ

ଲୋକ ସଭା ନିର୍ବାଚନ ୨୦୨୪ ଘୋଷଣା ପୂର୍ବରୁ ସୋମବାର ଦେଶରେ ନାଗରିକତା ସଂଶୋଧନ ନିୟମ (ସିଏଏ) ଲାଗୁ କରିବା ନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ଲୋକସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାରଙ୍କର ଏହା ଏକ ବଡ ପଦକ୍ଷେପ ବୋଲି କୁହାଯାଇଛି । ଏବେ ଏହି ଆଇନ ମାଧ୍ୟମରେ ଭାରତର ୩ ପଡ଼ୋଶୀ ଦେଶର ଅଳ୍ପ ସଂଖ୍ୟକମାନଙ୍କୁ ଭାରତର ନାଗରିକତା ମିଳିପାରିବ । ଏନେଇ ସେମାନଙ୍କୁ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଅନଲାଇନ ପୋର୍ଟାଲରେ ଆବେଦନ କରିପାରିବେ ।

Citizenship Amendment Act CAA

ଶରଣାର୍ଥୀମାନଙ୍କୁ ମିଳିପାରିବ ନାଗରିକତା । 3 ଦେଶ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନ । ଏହି ଦେଶର 2014 ପୂର୍ବରୁ ଶରଣ ନେଇଥିବା ଶରଣାର୍ଥୀଙ୍କୁ ମିଳିବ ନାଗରିକତା । 2019 ଡିସେମ୍ବରରେ ସିଏଏ ପାରିତ ହୋଇଥିଲା । ଏହା ସପକ୍ଷରେ 125 ଓ ବିରୋଧରେ 105 ଖଣ୍ଡ ଭୋଟ୍ ପଡ଼ିଥିଲା । ରାଷ୍ଟ୍ରପତିଙ୍କ ଦ୍ବାରା ଏହି ବିଧେୟକକୁ 2019, 12 ଡିସେମ୍ବରରେ ମଞ୍ଜୁରୀ ମିଳିଥିଲା

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+