୪୦ କିଲୋଗ୍ରାମର ଆଇଇଡି ବୋମାକୁ ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ

ମାଲକାନଗିରି-ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ଏକ ବଡ଼ ଯୋଜନାକୁ ପଣ୍ଡ କରିବାରେ ସଫଳ ହୋଇଛନ୍ତି ସୁରକ୍ଷାକର୍ମୀ । ଫୁଲବାଗଡି ବଡେଶେଟ୍ଟି ଜଙ୍ଗଲ ରାସ୍ତାରେ ପ୍ରାୟ ୪୦ କିଲୋଗ୍ରାମ ଓଜନର ଏକ ଆଇଇଡି ବୋମାକୁ ଠାବ କରିଥିଲେ ଯବାନ । ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ମାଓବାଦୀମାନେ ରାସ୍ତାରେ ଏହି ଲ୍ୟାଣ୍ଡମାଇନ୍ ଖଞ୍ଜିଥିଲେ ।

bsf

ଡିଆରଜି ଓ ସିଆରପିଏଫ ମିଳିତ ଭାବେ ପାଟ୍ରୋଲିଂ ପାଇଁ ଯାଉଥିବା ସମୟରେ ଏହି ବିସ୍ଫୋରକ ଠାବ କରିଥିଲେ । ପରେ ବୋମା ନିଷ୍କ୍ରିୟକାରୀ ଦଳ ସୁରକ୍ଷିତ ଭାବେ ଆଇଇଡିକୁ ନିଷ୍କ୍ରିୟ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+