Get Updates
Get notified of breaking news, exclusive insights, and must-see stories!

ବ୍ରହ୍ମପୁର ଦୁର୍ଘଟଣା: ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ପ୍ରତି ଗଭୀର ଶୋକ ପ୍ରକାଶ ସହ ସମବେଦନା ଜଣାଇଛନ୍ତି। ସମସ୍ତ ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

mohanmmahi

ସୂଚନା ଥାଉକି, ଶନିବାର ମଧ୍ୟାହ୍ନରେ ଗଞ୍ଜାମ ଜିଲାର ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ ମତ୍ୟୁ ଘଟିଛି। ସେହିପରି ଜଣେ ଗୁରୁତର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଦେଖିବାକୁ ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡିକ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+