ଦେଶରେ ଖୋଲିବ ୫୭ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

କେନ୍ଦ୍ର ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ମଧ୍ୟ ସାରା ଦେଶରେ ୫ ହଜାର ୮୬୨ କୋଟି ଟଙ୍କାରୁ ଅଧିକ ବ୍ୟୟରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ଅନୁମୋଦନ କରିଛି। ନୂଆଦିଲ୍ଲୀରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ କେନ୍ଦ୍ରୀୟ ବିଦ୍ୟାଳୟ ନ ଥିବା ଜିଲ୍ଲା ଗୁଡିକରେ ୨୦ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବ। ସେ କହିଛନ୍ତି ଯେ ଆକାଂକ୍ଷୀ ଜିଲ୍ଲାଗୁଡ଼ିକରେ ୧୪ଟି କେନ୍ଦ୍ରୀୟ ବିଦ୍ୟାଳୟ, ବାମପନ୍ଥୀ ଉଗ୍ରବାଦ ଜିଲ୍ଲାଗୁଡ଼ିକରେ ୪ଟି ଏବଂ ଉତ୍ତର-ପୂର୍ବ କ୍ଷେତ୍ର ଓ ପାହାଡ଼ିଆ ଅଞ୍ଚଳରେ ୫ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ପ୍ରସ୍ତାବ ରହିଛି। ମନ୍ତ୍ରୀ କହିଛନ୍ତି ଯେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଦ୍ୱାରା ୮୭ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ୪ ହଜାର ୬୦୦ ଅତିରିକ୍ତ ଶିକ୍ଷକ ପଦବୀ ସୃଷ୍ଟି ହେବ।

central schools
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+