ଜମ୍ମୁ ରଜୌରୀ ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣ, ୬ ଯବାନ ଆହତ

ଜମ୍ମୁ: ଜମ୍ମୁ-କାଶ୍ମୀର ରଜୌରୀ ଜିଲାର ନୌଶେରା ସେକ୍ଟରରେ ନିୟନ୍ତ୍ରଣ ରେଖା ନିକଟରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୬ ଜଣ ଯବାନ ଆହତ ହୋଇଥିବା ଜଣାପଡ଼ିଛି। ଯବାନମାନେ ପାଟ୍ରୋଲିଂରେ ଥିବା ସମୟରେ ଏହି ବିସ୍ଫୋରଣ ଘଟିଛି। ସମସ୍ତ ଆହତ ଯବାନମାନଙ୍କୁ ଚିକିତ୍ସା ପାଇଁ ରଜୌରୀର ୧୫୦ ଜେନେରାଲ ହସ୍ପିଟାଲ(ଜିଏଚ୍‌)ରେ ଭର୍ତ୍ତି କରାଯାଇଛି।

6 Soldiers Injured In

ସୂଚନା ମୁତାବକ, ଭାରତୀୟ ସେନାର ଯବାନମାନେ ପାଟ୍ରୋଲିଂ କରୁଥିବା ବେଳେ ନୌସେରା ସେକ୍ଟରର ଖାମ୍ବା ଦୁର୍ଗ ନିକଟରେ ସକାଳ ୧୦ଟା ୪୫ ସମୟରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଥିଲା। ଜଣେ ସୈନିକ ହଠାତ୍ ଲ୍ୟାଣ୍ଡମାଇନ୍ ଉପରେ ଭୁଲ୍‌ରେ ଚଢ଼ି ଯିବାରୁ ଏହି ବିସ୍ଫୋରଣ ଘଟିଥିବା କୁହାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+