ଦେଶରେ ନିର୍ମାଣ ହେବ ୭ଟି ହାଇସ୍ପିଡ୍ ରେଲୱେ କରିଡର
ଦେଶରେ ୭ଟି ହାଇସ୍ପିଡ୍ ରେଲୱେ କରିଡର ନିର୍ମାଣ ହେବ,ବାରଣାସୀ-ସିଲିଗୁଡ଼ି, ଦିଲ୍ଲୀ-ବାରଣାସୀ, ମୁମ୍ବାଇ-ପୁନେ, ବେଙ୍ଗାଲୁର-ଚେନ୍ନାଇ, ପୁନେ- ହାଇଦ୍ରାବାଦ,

ହାଇଦ୍ରାବାଦ-ବେଙ୍ଗାଲୁର, ହାଇଦ୍ରାବାଦ-ଚେନ୍ନାଇ ହାଇସ୍ପିଡ୍ ରେଲୱେ କରିଡର ହେବ, ଛୋଟ ସହରରେ ତୀର୍ଥସ୍ଥଳକୁ ବିକଶିତ କରାଯିବ












Click it and Unblock the Notifications