Get Updates
Get notified of breaking news, exclusive insights, and must-see stories!

ଜାମ୍ମୁକାଶ୍ମୀର ନୌଗାମ ଥାନାରେ ବଡ଼ ବିସ୍ଫୋରଣ; ଉଡ଼ିଗଲା ଥାନା, ୭ଜଣ ମୃତ

ଜାମ୍ମୁକାଶ୍ମୀର ନୌଗାମ ଥାନାରେ ବଡ଼ ବିସ୍ଫୋରଣ । ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ । ବିସ୍ଫୋରଣରେ ବହୁ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଯାଇଛି ଜୀବନ । ୨୫ରୁ ଅଧିକ ଆହତ ମେଡିକାଲରେ ଭର୍ତ୍ତି। ବଡ଼ ବଡ଼ ଆତଙ୍କୀ ନେଟଓ୍ୱାର୍କର ପର୍ଦ୍ଦାଫାସ କରିଥିଲା ନୌଗାମ ପୋଲିସ। ସାରା ଦେଶରେ ଚର୍ଚ୍ଚାରେ ଥିଲା ନୌଗାମ ଥାନା ପୋଲିସ ।

7 Killed 27 Injured After Explosives Go Off At J amp amp K Police Station

ଫରିଦାବାଦରୁ ଜବତ ବିସ୍ଫୋରକ ନୌଗାମ ଥାନାରେ ରଖାଯାଇଥିଲା ।
ପୋଲିସ ଓ ଫେରନ୍ସିକ ଟିମ୍ ଯାଞ୍ଚ କଲା ବେଳେ ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣରେ ଥାନା ସମେତ ପାଖରେ ଥିବା ଅନେକ ଘର ଉଡ଼ିଯାଇଥିବା ସୂଚନା।

ବିସ୍ଫୋରଣ କେମିତି ଓ କେଉଁ ପରିସ୍ଥିତିରେ ଘଟିଲା ତଦନ୍ତ ଚାଲିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+