ଆତ୍ମସମର୍ପଣ କଲେ ପୁଣି ୭୨ ମାଓବାଦୀ

ପୁଣି ୭୨ ମାଓବାଦୀଙ୍କ ଆତ୍ମସମର୍ପଣ । ଛତିଶଗଡ଼ରେ ୭୨ ମାଓବାଦୀ ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଆଗେଇ ଆସିଛନ୍ତି। ଆଉ ଅନ୍ଧାରୀ ଜଙ୍ଗଲରୁ ବାହାରି ସହର ମୁହାଁ ହେବା ସହ ଆତ୍ମସମର୍ପଣ କରିଛନ୍ତି ୭୨ ନକ୍ସଲ ।

naxal

ତେବେ ସୀମାବର୍ତ୍ତୀ ଜିଲ୍ଲା ଛତିଶଗଡରେ ମାଓବାଦର ମୂଳପୋଛ ପାଇଁ ଅପରେସନ ଚାଲିଥିବା ବେଳେ ମାଓ ନିପାତ ପାଇଁ ବିଭିନ୍ନ ସମୟରେ ଆକ୍ସନ ହେଉଛି ଆଉ ଜୀବନ ବିକଳରେ ମାଓବାଦୀମାନେ ଆତ୍ମସମର୍ପଣ କରୁଛନ୍ତି । ଏହି କ୍ରମରେ ଆଜି ବସ୍ତର ଡିଭିଜନର କାଂକେର ଜିଲ୍ଲାରେ ୨୧ ମାଓବାଦୀ ଅସ୍ତ୍ର ତ୍ୟାଗ କରିବା ସହ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କୁ ସ୍ବାଗତ କରିବା ପାଇଁ ରେଡ୍ କାରପେଟ୍ ବିଛାହେବା ସହ ଆଇଜି ତାଙ୍କୁ ସମ୍ବିଧାନର ବହି ଉପହାର ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+