ଦେଶ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ: ବିଭିନ୍ନ ରାଜ୍ୟରେ ପତାକା ଉତ୍ତୋଳନ: ଫରଫର ହୋଇ ଉଡୁଛି ତ୍ରିରଙ୍ଗା
ଦେଶ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଚଳଚଞ୍ଚଳ । କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିବେ ରାଷ୍ଟ୍ରପତି l ବିଶ୍ୱ ଦେଖିବ ଭାରତର ଶୌର୍ୟ୍ୟ ଓ ସାମର୍ଥ୍ୟ । ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ରେ ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋବ ସୁବିୟାଣ୍ଟୋ ମୁଖ୍ୟ ଅତିଥି ହେବେ । ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ୟ୍ୟାୟରେ ପହଞ୍ଚିଛି ।
ବିଭିନ୍ନ ରାଜ୍ୟରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ପତାକା ଉତ୍ତୋଳନ କରିଛନ୍ତି। ଫରଫର ହୋଇ ଉଡୁଛି ତ୍ରିରଙ୍ଗା ।













Click it and Unblock the Notifications