ଏହି ରାଜ୍ୟରେ ବଜ୍ରାଘାତରେ ୮ ଜଣଙ୍କ ମୃତ୍ୟୁ
8 People Died In Lightning In Chhattisgarh: ଛତିଶଗଡ଼ ରାଜନନ୍ଦଗାଁରେ ବଜ୍ରାଘାତରେ ୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୬ ଜଣ ଛାତ୍ର ଥିବା ନେଇ ସୂଚନା ରହିଛି । ମୃତ ଛାତ୍ରମାନେ ଯୁକ୍ତ ଦୁଇ ପ୍ରଥମ ବର୍ଷରେ ପାଠ ପଢୁଥିଲେ ପରୀକ୍ଷା ଦେଇ ଫେରିବ ସମୟରେ ଅଘଟଣ ଘଟିଥିଲା ନେଇ ଖବର ରହିଛି ।
ମିଳିଥିବା ସୂଚନା ଅନୁସାରେ, ମୃତ ଛାତ୍ରମାନେ କଲେଜରୁ ଫେରିବା ସମୟରେ ପ୍ରବଳ ବର୍ଷା ହୋଇଥିଲା ଫଳରେ ସେ ଏକ ଗଛ ତଳେ ଥିବା ଆସ୍ଥାୟୀ ଘର ତଳେ ଅପେକ୍ଷା କରିଥିଲେ । ହେଲେ ବଜ୍ରପାତ ହେବା କାରଣରୁ ଆଶ୍ରୟ ନେଇଥିବା ଛାତ୍ରଙ୍କ ସମେତ ଅନ୍ୟ ଦୁଇ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ସେହିପରି କିଛି ଆହତ ମଧ୍ୟ ହୋଇଥିଲେ, ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି, ଚିକିତ୍ସା ଜାରି ରହିଛି ।

ସେହିପରି ବଜ୍ରପାତରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ରାଷି ଘୋଷଣା କରାଯାଇଛି । ସେହିପରି ଆହତଙ୍କୁ ମଧ୍ୟ ସହାୟତା ରାଶି ଯୋଗାଇ ଦିଆଯାଇଛି ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications