Get Updates
Get notified of breaking news, exclusive insights, and must-see stories!

Ayodhya Ram Mandir: ଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକଙ୍କ ପରଲୋକ

ଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକଙ୍କ ପରଲୋକ । ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କ ପରଲୋକ । ୮୫ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । ଲକ୍ଷ୍ନୌ ପିଜିଆଇରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । ଗତ ୩ରୁ ମସ୍ତିଷ୍କ ଜନିତ ସମସ୍ୟାରେ ପୀଡ଼ିତ ହୋଇଥିଲେ ।

ମିଳିଥିବା ଖବର ଅନୁଯାୟୀ, ବ୍ରେନ ଷ୍ଟ୍ରୋକ ପରେ ଗତ ଫେବୃଆରୀ ୩ ତାରିଖରୁ ଲକ୍ଷ୍ନୌ ପିଜିଆଇ ହସ୍ପିଟାଲରେ ସତ୍ୟେନ୍ଦ୍ରଙ୍କ ଚିକିତ୍ସା ଚାଲିଥିଲା। ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ ନ୍ୟୁରୋଲୋଜି ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଶେଷରେ ଆଜି ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।

  • ଅଯୋଧ୍ୟା ମୁଖ୍ୟ ପୂଜକଙ୍କ ପରଲୋକ
  • ୧୯୪୫ରେ ସନ୍ତକବୀରନଗର ଜିଲ୍ଲାରେ ସତ୍ୟେନ୍ଦ୍ର ଦାସଙ୍କ ଜନ୍ମ
  • ବାପା ଅଭିରାମଦାସଙ୍କୁଠୁ ପ୍ରଭାବିତ ହୋଇ ପ୍ରଭୁ ରାମଙ୍କ ଭକ୍ତ ହୋଇଥିଲେ ସତ୍ୟେନ୍ଦ୍ର
  • ପ୍ରଭୁଙ୍କ ସେବା ପାଇଁ ଘରଦ୍ବାରା ଛାଡି ଆଶ୍ରମରେ ସନ୍ନ୍ୟାସ ଜୀବନ ଗ୍ରହଣ କରିଥିଲେ
  • ୧୯୯୨ ମସିହାରରେ ରାମମନ୍ଦିର ପୂଜକ ଭାବେ ଦାୟିତ୍ବ ନେଲେ
  • ୩ଦଶନ୍ଧି ଧରି ରାମମନ୍ଦିର ପୂଜକ ଥିଲେ
  • ଅଯୋଧ୍ୟା ରାମମନ୍ଦିର ଆନ୍ଦୋଳନରେ ପ୍ରମୂଖ ଭୂମିକା ତୁଳାଇଥିଲେ
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+