Ahmedabad Plane Crash: ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଶାହା

ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍‌ ୨୪୨ ଯାତ୍ରୀ ଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଅଞ୍ଚଳରେ ଆକାଶ କଳା ଧୂଆଁମୟ ହୋଇଯାଇଛି।

ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅହମ୍ମଦାବାଦରୁ ଲଣ୍ଡନ ଯିବାକୁ ଉଡ଼ାଣ ଭରିଥିଲା ବିମାନ। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସମସ୍ତ ସଡ଼କ ପଥ ସିଲ୍‌ କରାଯାଇଛି। ସବୁଠୁ ବଡ଼ କଥା ହେଉଛି, ଏହି ବିମାନରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଥିବା କୁହାଯାଉଛି। ସେ ଝିଅଙ୍କୁ ଦେଖା କରିବାକୁ ଲଣ୍ଡନ ଯାଉଥିଲେ।ଏ ଦୁର୍ଘଟଣା ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ଭାଇ ପଟେଲଙ୍କ ସହ ଫୋନରେ କଥା ହୋଇଛନ୍ତି । ପରିସ୍ଥିତି ପଚାରି ବୁଝିବା ସହ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି ଶାହା ।

amit shah

ର୍ଯ୍ୟରେ ବିଏସଏଫ୍ ଜବାନ ସାମିଲ ହୋଇଛନ୍ତି । ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ତରଫରୁ ତଥାସମ୍ଭବ ଉଦ୍ଧାର ଚାଲିଛି । ବିମାନରେ ନିଆଁ ଲାଗି ଖଣ୍ଡ ଖଣ୍ଡ ହୋଇଯାଇଥିବାବେଳେ ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+