ରାମ ଲଲାଙ୍କ ପ୍ରାଣ ପତିଷ୍ଟା ଦିନ ସାଢ଼େ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଏମ୍ସ, ଜରୁରୀକାଳୀନ ସେବା ରହିବ ଜାରି

ନୂଆଦିଲ୍ଲୀ: ଜାନୁଆରୀ ୨୨ ରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ ସରକାରୀ କର୍ମଚାରୀଙ୍କ ଭାବନାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଅପରାହ୍ନ ୨.୩୦ ପର୍ଯ୍ୟନ୍ତ ସମସ୍ତ କେନ୍ଦ୍ରୀୟ କାର୍ଯ୍ୟାଳୟ ବନ୍ଦ କରିଦେଇଛନ୍ତି । ଏ ବାବଦରେ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି । ଦିଲ୍ଲୀ ଏମ୍ସ ଏକ ନିର୍ଦ୍ଦେଶ ଜାରି କରିଛି ଯେ ୨୨ ଜାନୁଆରୀ ଅପରାହ୍ନ ୨.୩୦ ପର୍ଯ୍ୟନ୍ତ ଓପିଡି ସୁବିଧା ଉପଲବ୍ଧ ହେବ ନାହିଁ ।

aiims hospital

ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ ସମଗ୍ର ଦେଶରେ ଉତ୍ସବର ପରିବେଶ ରହିଛି । ଶନିବାର କେନ୍ଦ୍ର ସରକାର ରାମ ମନ୍ଦିର ଉଦଘାଟନ ଦିନ ଦିଲ୍ଲୀରେ ଅବସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ) କୁ ଅପରାହ୍ନ ଅପରାହ୍ନ ସାଢ଼େ ୨ଟା ପର୍ଯ୍ୟନ୍ତ ୍‌ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+