ଏସ-୪୦୦ ଧ୍ବଂସ କରିଥିବା ଖବର ମିଛ, ସ୍ପଷ୍ଟ କଲା ବାୟୁସେନା
ପାକିସ୍ତାନ ଭାରତର ଏସ-୪୦୦ ପ୍ରତିରକ୍ଷା ବ୍ୟବସ୍ଥାକୁ ଧ୍ବଂସ କରିଥିବା ନେଇ ସାମାଜିକ ଗଣମାଧ୍ୟମରେ ଖବର ପ୍ରଚାରିତ ହୋଇଥିଲା। ଏହା ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଭାରତୀୟ ବାୟୁସେନା ପକ୍ଷରୁ କୁହାଯାଇଛି। ପାକିସ୍ତାନ ମିଥ୍ୟା ଖବର ପ୍ରଚାରିତ କରି ଅନ୍ତର୍ଜାତୀୟ ସ୍ତରରେ ଲୋକଙ୍କୁ ଭ୍ରମିତ କରିବାକୁ ଉଦ୍ୟମ ଚଳାଇଛି।













Click it and Unblock the Notifications