Get Updates
Get notified of breaking news, exclusive insights, and must-see stories!

ଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ମଝି ଆକାଶରେ ଏମିତି କିଛି.... ଭୋପାଳରେ କଲା ଜରୁରୀ ଅବତରଣ

ଏୟାର ଇଣ୍ଡିଆ ଫ୍ଲାଇଟର ଜରୁରୀକାଳୀନ ଅବତରଣ । ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ନୂଆଦିଲ୍ଲୀରୁ ବେଙ୍ଗାଲୁରୁ ଯାଉଥିବା ଏୟାର ଇଣ୍ଡିଆର ବିମାନକୁ ଭୋପାଳରେ ଜରୁରୀକାଳୀନ ଅବତରଣ କରାଯାଇଥିଲା । ସେହିଭଳି ସାନ ଫ୍ରାନ୍ସିସ୍କୋରୁ ଦିଲ୍ଲୀ ଆସୁଥିବା ଅନ୍ୟ ଏକ ବିମାନକୁ ମଙ୍ଗୋଲିଆ ଉଲାନବାତାରକୁ ଡାଇଭର୍ଟ କରାଯାଇଥିଲା ।

Air India

ଖବର ମୁତାବକ, ଗତକାଲି ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ସନ୍ଧ୍ୟା ୬:୩୧ ସମୟରେ ବେଙ୍ଗାଲୁରୁର କେମ୍ପେଗୌଡା ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଉଡ଼ାଣ ଭରୁଥିବା ବିମାନ AI 2487ରେ ବିମାନରେ ମଝି ଆକାଶରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ଯାହା ଫଳରେ ବିମାନଟିକୁ ଭୋପାଳର ରାଜା ଭୋଜ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରାଯାଇଥିଲା । ବିମାନର ଥିବା ସମସ୍ତ ୧୭୨ ଜଣ ଯାତ୍ରୀ ସୁରକ୍ଷିତ ଓହ୍ଲାଇ ଦିଆଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+