Get Updates
Get notified of breaking news, exclusive insights, and must-see stories!

ଅମର ପ୍ରିତ୍ ସିଂହ ହେବେ ନୂଆ ବାୟୁସେନା ମୁଖ୍ୟ

ଏୟାର ମାର୍ଶଲ ଅମର ପ୍ରୀତ ସିଂହ ହେବେ ବାୟୁସେନାର ନୂଆ ମୁଖ୍ୟ। ବର୍ତ୍ତମାନ ସେ ବାୟୁସେନାରେ ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି। ବର୍ତ୍ତମାନ ଏୟାର ମାର୍ଶାଲ୍ ବିବେକ ରାମ ଚୌଧୁରୀ ବାୟୁସେନାର ମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି । ସେ ସେପ୍ଟେମ୍ବର ୩୦ରେ ଅବସର ନେବେ ।

Air Marshal Amar Preet Singh

ଏହାପରେ ସେହିଦିନ ଅପରାହ୍ଣରେ ବାୟୁସେନା ମୁଖ୍ୟ ଭାର ଗ୍ରହଣ କରିବେ ଅମର ପ୍ରିତ୍ । ୧୯୮୪ରେ ବାୟୁସେନାରେ ପାଦ ଥାପିଥିବା ଅମର ପ୍ରିତ୍ ବର୍ତ୍ତମାନ ବାୟୁସେନାର ଉପମୁଖ୍ୟ ଭାବେ କାର୍ଯ୍ୟରତ ଅଛନ୍ତି । ୨୦୨୩ ଫେବୃୟାରୀରେ ସେ ଏହି ପଦ ଗ୍ରହଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+