Get Updates
Get notified of breaking news, exclusive insights, and must-see stories!

ଦିଲ୍ଲୀ-NCRରେ ବଢୁଛି ବାୟୁ ପ୍ରଦୂଷଣ, ଲାଗୁ ହେଲା ଗ୍ରାପ୍-୪ କଟକଣା

ଦିଲ୍ଲୀ NCRରେ ବାୟୁ ପ୍ରଦୂଷଣ ପାଇଁ ଖରାପ ସ୍ଥିତି । ପ୍ରବଳ ଥଣ୍ଡା ଏବଂ କୁହୁଡ଼ି ଯୋଗୁଁ ଦିଲ୍ଲୀର ସ୍ଥିତି ଆହୁରି ବିଗିଡିବାରେ ଲାଗିଛି । ଯାହା ଦ୍ବାରା ଦିନକୁ ଦିନ ଦିଲ୍ଲୀ ପ୍ରଦୂଷଣ ବଢିବାରେ ଲାଗିଛି । ଆଜି ସକାଳେ ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ ୪୬୪ ରେ ପହଞ୍ଚିଛି ବୋଲି କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୂଚନା ମିଳୁଛି । ଦିଲ୍ଲୀର ଅନେକ ଅଞ୍ଚଳରେ AQI ୪୮୦ ରୁ ୪୯୦ ପାର୍ କରିଛି । ବଢୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀ ଏନସିଆରରେ ଗ୍ରାପ୍-IV ଲଗାଯାଇଛି ।

ସୂଚନାନୁଯାୟୀ, ଦିଲ୍ଲୀରେ ସକାଳୁ ସକାଳୁ ଦିଲ୍ଲୀର କୁହୁଡ଼ି ଏକ ବିପଦପୂର୍ଣ୍ଣ ସ୍ଥିତି ସୃଷ୍ଟି କରିଛି । ଦିଲ୍ଲୀ-ମେରଠ ହାଇୱେରେ କୁହୁଡ଼ି ଯୋଗୁଁ ଗାଡ଼ି ଚଳାଚଳ କରୁଥିବାର ଦେଖିବାକୁ ମିଳିଛି । ଦିଲ୍ଲୀ ପ୍ରଦୂଷଣ ସ୍ଥିତି ପାଇଁ ଆଜି ଗମ୍ଭୀର ସ୍ତରରେ ରହିଛି । ଏହି ସବୁକୁ ଦୃଷ୍ଟିରେ ରଖି ଗ୍ରାପ୍-୩ ଏବଂ ଗ୍ରାପ୍-୪ ପ୍ରତିବନ୍ଧକ ଲାଗୁ କରାଯାଇଛି ।

Air pollution increasing in Delhi-NCR Grade-IV restrictions imposed

ଅନ୍ୟପଟେ ଶନିବାର ସନ୍ଧ୍ୟାରେ CAQM ତୁରନ୍ତ ପ୍ରଭାବ ସହିତ ଗ୍ରେଡେଡ୍ ରେସପନ୍ସ ଆକ୍ସନ୍ ପ୍ଲାନ (GRAP)ର ୪ର୍ଥ ପର୍ଯ୍ୟାୟ କାର୍ଯ୍ୟକାରୀ କରିଛି । ଏଥିସହିତ ଗତକାଲି GRAP ୩ କାର୍ଯ୍ୟକାରୀ ହେବାର କିଛି ଘଣ୍ଟା ପରେ ଏହି ନିଷ୍ପତ୍ତି ନିଆଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+