ଗୁଜରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ି ସବୁ ମନ୍ତ୍ରୀଙ୍କ ଇସ୍ତଫା

ଗୁଜରାଟ ସରକାରର ସମସ୍ତ ୧୬ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସେମାନେ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ସେମାନଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ୧୬ ଅକ୍ଟୋବର, ୨୦୨୫ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ମନ୍ତ୍ରୀମାନେ ଇସ୍ତଫା ଦେଇଥିଲେ। ଇସ୍ତଫା

All Gujarat Ministers Resign

ପୂର୍ବରୁ ସମସ୍ତ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ କରିଥିଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ବ୍ୟତୀତ ସମସ୍ତ ମନ୍ତ୍ରୀଙ୍କ ଇସ୍ତଫାପତ୍ର ଗ୍ରହଣ କରାଯାଇଥିଲା। ଗୁଜୁରାଟ ମନ୍ତ୍ରୀମାନଙ୍କ ଦ୍ୱାରା ଦାଖଲ ହୋଇଥିବା ଇସ୍ତଫାପତ୍ର ରାଜ୍ୟପାଳଙ୍କ ନିକଟରେ ଦାଖଲ କରିଥିଲେ। ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+