ଆସନ୍ତା ୩୦ ତାରିଖରେ ସର୍ବଦଳୀୟ ବୈଠକ। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁଙ୍କ ସୂଚନା । nbsp;ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ବୈଠକ । ଡିସେମ୍ବର ୧ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଶୀତ ଅଧିବେଶନ ।