ଆରମ୍ଭ ହେଲା ଅମରନାଥ ଯାତ୍ରା, ପତାକା ଦେଖାଇ ଶୁଭାରମ୍ଭ କଲେ ଉପରାଜ୍ୟପାଳ
ଆଜିଠାରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଅମରନାଥ ଯାତ୍ରା। ଜମ୍ମୁର ବେସ୍ କ୍ୟାମ୍ପରେ ଏହାର ଶୁଭାରମ୍ଭ କରିଛନ୍ତି ଲେଫଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା। ଆଜି ଭୋରରେ ସେ ପତାକା ଦେଖାଇ ଅମରନାଥ ଯାତ୍ରାର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୫ ହଜାର ୮୦୦ରୁ ଅଧିକ ଶ୍ରଦ୍ଧାଳୁ ଯାଇଛନ୍ତି ।

ଆସନ୍ତା ଅଗଷ୍ଟ ୯ ତାରିଖରେ ଶେଷ ହେବ ଏହି ୩୮ ଦିନିଆ ଯାତ୍ରା । ଭକ୍ତଙ୍କ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି । ବିଶେଷ କରି ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭକ୍ତଙ୍କ ସୁରକ୍ଷା ପାଇଁ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି । ତା ସହିତ ସେମାନଙ୍କ ରହିବା, ଖାଇବା ପିଇବାରେ ଯେମିତି କୌଣସି ପ୍ରକାରର ସମସ୍ୟା ନ ହୁଏ, ସେଥିପାଇଁ ସବୁ ବ୍ୟବସ୍ଥା କରାଯାଇଛି । ଉଭୟ ପହଲଗାମ ଓ ବଲତାଲ ରୁଟ୍ ରେ ଶ୍ରଦ୍ଧାଳୁମାନେ ଯାଉଛନ୍ତି । ଏ ବର୍ଷ ପ୍ରାୟ ସାଢ଼େ ୩ ଲକ୍ଷ ଶ୍ରଦ୍ଧାଳୁ ଅମରନାଥ ଯାତ୍ରା ପାଇଁ ପଂଜୀକରଣ କରିଛନ୍ତି ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications