୨୦୨୬ରେ ପଶ୍ଚିମବଙ୍ଗ-ତାମିଲନାଡୁରେ ସରକାର ଗଢିବ ବିଜେପି: ଅମିତ ଶାହା

ପଶ୍ଚିମବଙ୍ଗ ପରେ ପୁଣି ତାମିଲନାଡୁରେ ବିଜେପି ସରକାର ଗଢିବା ନେଇ ଦମ୍ଭୋକ୍ତି ଦେଖାଇଲେ ଶାହ । ମଦୁରାଇରେ ଏକ ଜନସଭାରେ ଖୋଲା ଘୋଷଣା କରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି- ଆମେ ୨୦୨୫ରେ ଦିଲ୍ଲୀରେ ସରକାର ଗଢିଲୁ । ୨୦୨୬ରେ ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ବିଜେପି ସରକାର ଗଢିବାକୁ ଯାଉଛି । କିଛିଦିନ ତଳେ କୋଲକାତା ଗସ୍ତରେ ଥିବା ଶାହ ପଶ୍ଚିମବଙ୍ଗରେ ଏଥର ପଦ୍ମ ଫୁଟୁଥିବା କହିଥିବା ବେଳେ ପୁଣି ସେହି କଥାକୁ ତାମିଲନାଡୁରେ ଦୋହରାଇ ପଶ୍ଚିମବଙ୍ଗ ସହ ତାମିଲନାଡୁରେ ବି ବିଜେପି ସରକାର ଗଢୁଥିବା ସେ ଦମ୍ଭ ଦେଖାଇଛନ୍ତି ।

Amit Shah

ଏଥିସହ ମଦୁରାଇରେ ଷ୍ଟାଲିନ୍ ସରକାରଙ୍କୁ ନିଶାନା କରିଛନ୍ତି ଶାହ । ଦୁର୍ନୀତିର ସବୁ ସୀମା ଟପିଗଲାଣି ଡିଏମକେ ସରକାର । ଗତ ୪ ବର୍ଷ ଭିତରେ ଗରିବଙ୍କୁ ଶୋଷଣ, ବାଲି ଦୁର୍ନୀତି ଭଳି ବଡ ବଡ଼ ସ୍କାମରେ ଲିପ୍ତ ରହିଥିବା ଷ୍ଟାଲିନ୍ ସରକାର ଏଥର ଗାଦି ହରାଉଛି ଆଉ ତାମିଲନାଡୁରେ ବିଜେପି ସରକାର ଗଢୁଛି ବୋଲି କହିଛନ୍ତି ଶାହ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+