୨୧ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

Amit Shah To Visit Odisha: ଆସନ୍ତା ମେ ୨୧ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ଏଥର ସମ୍ବଲପୁର, କେନ୍ଦୁଝର, ପର୍ଜଙ୍ଗ ଏବଂ ନାୟାଗଡ଼ରେ ଜନସଭା କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଏନେଇ ରାଜ୍ୟ ବିଜେପି ପକ୍ଷରୁ ସୂଚନା ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପ୍ରତିରକ୍ଷା ମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ରାତ୍ରିଯାପନ କରିବେ । ଏହାପର ଦିନ ଅର୍ଥାତ୍ ମେ ୨୦ ତାରିଖ ସକାଳେ ପୁରୀ ଯାଇ ପ୍ରଥମେ ଶ୍ରୀଜିଉଙ୍କ ଦର୍ଶନ କରିବେ । ଏହାପରେ ପୁରୀରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ' କାର୍ଯ୍ୟକ୍ରମ ରହିଛି ।

Amit Shah To Visit Odisha

ଯେଉଁଥି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ସେହିପରି ଅନୁକୁଳ ଓ କଟକରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି । ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ରେଢାଖଓଲ, ଖୋର୍ଦ୍ଧା, ଏବଂ କେନ୍ଦୁଝର ଗସ୍ତ କରିବେ ଏବଂ ଜନସଭାରେ ଯୋଗ ଦେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+