ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

Amit Shah Odisha Visit: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ୨୮,୨୯, ୩୦ ତାରିଖ ମଧ୍ୟରେ ଓଡ଼ିଶା ଆସିବେ ଶାହ । ଭୁବନେଶ୍ୱରରେ ବିଧାୟକଙ୍କ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହିପରି ଶାହ ସମ୍ଭଲପୁର ମଧ୍ୟ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

Amit Shah Odisha Visit
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+