ଥମୁନି ବୋମା ଆତଙ୍କ ! ପୁଣି ହାଇଦ୍ରାବାଦବିମାନବନ୍ଦରକୁ ବୋମା ଧମକ
ତେଲେଙ୍ଗାନାର ହାଇଦ୍ରାବାଦ ରାଜୀବ ଗାନ୍ଧୀ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରକୁ ପୁଣି ବୋମା ଧମକ । ଆଜି ଦୁଇଟି ଅଲଗା ଅଲଗା ବିମାନ ବନ୍ଦରକୁ ଇମେଲରେ ଧମକ ମିଳିଛି । ଏହି ଧମକ ଏୟାରପୋର୍ଟର କଷ୍ଟମର ସପୋର୍ଟ ଆଇଡିକୁ ମିଳିଥିଲା । ସୂଚନାନୁଯାୟୀ, ଆଜି ଲଣ୍ଡନର ହିଥ୍ରୋ ବିମାନବନ୍ଦରରୁ ହାଇଦ୍ରାବାଦ ଯାଉଥିବା ବିମାନ BA277କୁ ବୋମା ଧମକ ମିଳିଥିଲା ବୋଲି ବିମାନବନ୍ଦର ପକ୍ଷରୁ ସୂଚନା ଦିଆଯାଇଛି । କିନ୍ତୁ ୫ଟା ୨୫ ମିନିଟରେ ହାଇଦ୍ରାବାଦରେ ପହଞ୍ଚିବା ପରେ ଏହା ସୁରକ୍ଷିତ ଭାବରେ ଲ୍ୟାଣ୍ଡିଂ କରିଥିଲା । କୁୱେତରୁ ହାଇଦ୍ରାବାଦ ଆସୁଥିବା ଆଉ ଏକ ବିମାନ KU 373କୁ ମଧ୍ୟ ବୋମା ଧମକ ମିଳିଥିଲା । ହେଲେ ଏହି ବିମାନଟି କୁୱେତରେ ଏମରଜେନ୍ସି ଲ୍ୟାଣ୍ଡିଂ କରିଥିଲା । ସୁରକ୍ଷିତ ଭାବେ ଲ୍ୟାଣ୍ଡିଂ କରିବା ପରେ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଅନ୍ୟପଟେ ଏହି ଭଳି ଭାବେ ଗତକାଲି କଷ୍ଟମର ସପୋର୍ଟ ଆଇଡିକୁ ମଧ୍ୟ ଧମକ ମିଳିଥିଲା । ଯାହା ଦିଲ୍ଲୀରୁ ହାଇଦ୍ରାବାଦ ଯାଉଥିଲା । ରାତି ୮ଟା ୪୫ ମିନିଟରେ ସୁରକ୍ଷିତ ଭାବେ ଏୟାରପୋର୍ଟରେ ଲ୍ୟାଣ୍ଡିଂ କରିଥିଲା ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications