ଦଇତାପତି ରାମକୃଷ୍ଣ ଦାସମହାପାତ୍ରଙ୍କୁ ଆଉ ଏକ ନୋଟିସ, ଦୁଇ ଦିନରେ ଉତ୍ତର ଦେବାକୁ ନିର୍ଦ୍ଦେଶ
ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ଆଉ ଏକ ନୋଟିସ । ଦୀଘା ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ନୋଟିସ୍ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ କୈଫିୟତ ତଲବ ନୋଟିସ୍ କରାଯାଇଛି । ୨ ଦିନ ମଧ୍ୟରେ ଉତ୍ତର ଦାଖଲ କରିବାକୁ ନିର୍ଦ୍ଦେଶ । ସନ୍ତୋଷଜନକ ଉତ୍ତର ନ ହେଲେ କାର୍ଯ୍ୟାନୁଷ୍ଠାନ ହେବ ।













Click it and Unblock the Notifications